Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଚାନ୍ଦପୁର ଶିବ ମନ୍ଦିର ଓ ପାଣି ପମ୍ପ ହାଉସ ଘରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟି ନେଲେ ଦୁର୍ବୁତ୍ତ।

Posted on January 24, 2026

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଚାନ୍ଦପୁର ଗାଁ ଶିବ ମନ୍ଦିରରୁ ଗତ ରାତିରେ ଲକ୍ଷାଧିକ ଟଙ୍କାର ମନ୍ଦିର ସାମଗ୍ରୀ ଲୁଟି ନେଇଛନ୍ତି ଦୁର୍ବୁତ୍ତ। ଦୁର୍ବୁତ୍ତ ମାନେ ମନ୍ଦିର କବାଟ ତାଲା ଭାଙ୍ଗି ମନ୍ଦିର ଭିତରେ ଥିବା ପିତ୍ତଳ ସାମଗ୍ରୀ, ମାଆଙ୍କ ମୁକୁଟ, ରୂପା ସାମଗ୍ରୀ ଆଦି ଲୁଟ କରିଛନ୍ତି। ଏଥିସହିତ ମନ୍ଦିର ନିକଟରେ ଥିବା ପାଣି ପମ୍ପ ହାଉସ ଘରର ତାଲା ମଧ୍ୟ ଭାଙ୍ଗି ଦେଇଛନ୍ତି। ତେବେ ସେଠାରୁ କିଛି ଚୋରି ହୋଇନଥିବା ଜଣାପଡିଛି। ମାତ୍ର ଅଞ୍ଚଳରେ ବାରମ୍ବାର ଚୋରିକୁ ନେଇ ଏବେ ଆତଙ୍କିତ ଅଛନ୍ତି ଅଞ୍ଚଳବାସୀ। ତୁରନ୍ତ ଘଟଣାର ତଦନ୍ତ କରାଯାଇ ଆକ୍ସନ ନେବାକୁ ଗ୍ରାମବାସୀ ମାନେ ଦାବି କରିଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

October 2026
M T W T F S S
 1234
567891011
12131415161718
19202122232425
262728293031  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme