
ସଂଗୀତ ଜଗତରୁ ହଜିଗଲା ଜଣେ ତାରକା । ଆଉ ନାହାନ୍ତି ସ୍ୱନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠ ଶିଳ୍ପୀ, ଆଲବମ ଜଗତର କିଙ୍ଗ କୁହା ଯାଉଥିବା ଅଭିଜିତ ମଜୁମଦାର । ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟ ଭଲ ନଥିଲା । ଲିଭର ଜନିତ ସମସ୍ୟାରେ ସେ ପୀଡିତ ଥିଲେ । ତାଙ୍କର ସ୍ୱାସ୍ଥ୍ୟ ଅଧିକ ଖରାପ ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ ରେ ଭର୍ତ୍ତି କରାଯାଇଥିଲା । ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଆଜି ସକାଳ ୯.୦୨ ମିନିଟ ରେ ତାଙ୍କର ମୃତ୍ୟୁ ହୋଇଛି । ମଲ୍ଟି ଅର୍ଗାନ ଫେଲ ହେବା ଯୋଗୁ କୋମାରେ ଥିଲେ ଅଭିଜିତ ।
ଓଲିଉଡରେ ଅଭିଜିତ ଦାଦା ଭାବେ ପରିଚିତ ଥିଲେ ସେ । ସ
