Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଚିକେନ୍ ଖାଇଦେବାରୁ ଦୁଇ ପଡୋଶୀଙ୍କ ଭିତରେ ଗଣ୍ଡଗୋଳ

Posted on December 6, 2025

ବୃଦ୍ଧଙ୍କୁ ଖଣ୍ଡାରେ ହାଣି ହତ୍ୟା କଲା ପଡୋଶୀ। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ପଥରାପଲ୍ଲୀ ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣଙ୍କ ହେଉଛନ୍ତି କୃଷ୍ଣଚନ୍ଦ୍ର ମହାନ୍ତି। ଉକ୍ତ ଗାଁର ହତ୍ୟାକାରୀ ନାରାୟଣ ଦାସ ଫେରାର୍।

ସୂଚନାନୁଯାୟୀ, ଶୁକ୍ରବାର କୃଷ୍ଣଚନ୍ଦ୍ର ଘରେ ଚିକେନ୍ ରଖିଥିବା ବେଳେ ପଡ଼ୋଶୀ ନାରାୟଣ ଦାସଙ୍କ ପୋଷା ନେଉଳ ଖାଇ ଦେଇଥିଲା। ଏନେଇ ଦୁହିଁଙ୍କ ଭିତରେ ଗଣ୍ଡଗୋଳ ହୋଇଥିଲା। ନେଉଳକୁ ବାନ୍ଧି ରଖିବାକୁ କୃଷ୍ଣଚନ୍ଦ୍ର କହିଥିଲେ। ଶନିବାର ସକାଳ ପ୍ରାୟ ୮ଟାରେ ନେଉଳ ପୁଣି କୃଷ୍ଣଚନ୍ଦ୍ରଙ୍କ ଘରେ ପଶିବାରୁ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ନାରାୟଣ ଏକ ଖଣ୍ଡାରେ କୃଷ୍ଣଚନ୍ଦ୍ରଙ୍କ ମୁଣ୍ଡକୁ ହାଣି ଦେଇଥିଲା। ଫଳରେ ଘଟଣାସ୍ଥଳରେ କୃଷ୍ଣଚନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ଅଭିଯୁକ୍ତ ନାରାୟଣ ଦାସ ଫେରାର୍ ହୋଇଯାଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme