Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, କାରଣ ଅସ୍ପଷ୍ଟ

Posted on November 6, 2025

ଦଶମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ। ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ସଦର ବଳଦିଆଗୁଡା ଏସଏସଡି ଉଚ୍ଚ ବାଳିକା ବିଦ୍ୟାଳୟରୁ ଏପରି ଘଟଣା ସାମ୍ନାକୁ ଆସିଛି। ଛାତ୍ରୀଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏନେଇ ପରିବାର ଲୋକ ଥାନାରେ ଅଭିଯୋଗ କରିଛନ୍ତି। 

ସୂଚନାନୁଯାୟୀ, ବଳଦିଆଗୁଡା ଏସଏସଡି ଉଚ୍ଚ ବାଳିକା ବିଦ୍ୟାଳୟର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆଖି ଫୁଲିଥିବାରୁ ହଷ୍ଟେଲ କର୍ତ୍ତୃପକ୍ଷ ମାଥିଲି ସବଡିଭିଜନ ମେଡିକାଲରେ ତାଙ୍କର ପ୍ରାଥମିକ ଚିକିତ୍ସା କରାଇଥିଲେ। ହେଲେ ଦିପହର ବେଳେ ମଧ୍ୟାହ୍ନ ଭୋଜନ ଖାଇ ଔଷଧ ଖାଇବା ପରେ ତାଙ୍କ ପେଟରେ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ତାଙ୍କୁ ପୁଣିଥରେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। କେଉଁ କାରଣରୁ ଛାତ୍ରୀଙ୍କ ମୃତ୍ୟୁ ଘଟିଲା ସେନେଇ ମେଡିକାଲ କର୍ତ୍ତୃପକ୍ଷ ମଧ୍ୟ ସ୍ପଷ୍ଟୀକରଣ ଦେଇପାରି ନାହାଁନ୍ତି। ଏନେଇ ମୃତକଙ୍କ ପରିବାର ଲୋକ ମାଥିଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme