Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଜବର ଦଖଲ ଜାଗାକୁ ଭାଙ୍ଗିଲା ପ୍ରଶାସନ

Posted on December 2, 2025

ଜବର ଦଖଲ ଜାଗାକୁ ଭାଙ୍ଗିଲା ପ୍ରଶାସନ । ବୌଦ୍ଧ ସଦର ବ୍ଲକ ତାଳଶରଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାହାଜପାଲ ଛକରେ କେତେକ ଲୋକ ଜବରଦଖଲ କରି ଦୀର୍ଘବର୍ଷ ହେବ ରହି ଆସୁଥିଲେ। ଆଉ ସେହି ଜବରଦଖଲ ସ୍ଥାନଗୁଡିକରେ ହୋଇଥିବା ଦୋକାନ ଓ ଘର ହଟାଇବା ପାଇଁ ପ୍ରଶାସନ ପକ୍ଷରୁ ନୋଟିସ ହୋଇଥିଲା। ନୋଟିସ ଦେଲାପରେ କେତେକ ଜବର ଦଖଲକାରୀ ନିଜ ଆଡୁ ଭାଙ୍ଗି ଦେଇଥିବା ବେଳେ, ଆଉ କେତେକ ଜବର ଦଖଲକାରୀ ଜବର ଦଖଲ ଜାଗାରୁ ହଟି ନଥିଲେ। ଏନେଇ ପ୍ରଶାସନ ନିଜେ ଭାଙ୍ଗିବା ଆରମ୍ଭ କରିଥିଲା।

ଏହି ଜବରଦଖଲ ଉଚ୍ଛେଦ ଜାଗାକୁ ବୌଦ୍ଧ ତହସିଲଦାର, ମାଜିଷ୍ଟେଡ଼ ଦାୟିତ୍ୱରେ ଅତିରିକ୍ତ ତହସିଲଦାର, ରାଜସ୍ୱ ନିରୀକ୍ଷକ, ଓ ସମସ୍ତ ରାଜସ୍ୱ କର୍ମଚାରୀ, ପୁଲିସ ବିଭାଗ, ଦମକଳ ବାହିନୀ, ବିଦ୍ୟୁତ ବିଭାଗ, ଏନ.ଏଚ ବିଭାଗ ଉପସ୍ଥିତିରେ ଜାତୀୟ ରାଜପଥର ଦୁଇ ପାର୍ଶ୍ୱରେ ଜବର ଦଖଲ ଜାଗାକୁ ମୁକ୍ତ କରାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme