Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଜାଣନ୍ତୁ ଆଜିର ସୁନା ଓ ରୂପା ଦର…

Posted on November 3, 2025

ଆଜି ବଢ଼ିଲା ସୁନା ଓ ରୁପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୩,୧୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୨,୯୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୩,୧୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୨,୯୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୩,୧୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୨,୯୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୩,୩୨୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୩,୦୩୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୩,୮୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୩,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୩,୧୭୦ ଓ ୧,୧୨,୯୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୪,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme