
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୬୫,୧୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୫୧,୪୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୬୫,୧୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୫୧,୪୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୬୫,୧୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୫୧,୪୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୬୫,୩୦୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୫୧,୫୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୬୭,୩୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୫୩,୩୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୬୫,୧୭୦ ଓ ୧,୫୧,୪୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୩,୮୦,୦୦୦ ଟଙ୍କା ହୋଇଛି ।
