Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଜାଣନ୍ତୁ କ’ଣ ରହିଛି ସୁନା ଓ ରୁପା ମୂଲ୍ୟ

Posted on December 24, 2025

ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୮,୯୩୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୭,୩୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୮,୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୭,୩୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୮,୯୩୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୨୭,୩୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୯,୦୮୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୨୭,୫୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୯,୬୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୨୮,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୩୮,୯୩୦ ଓ ୧,୨୭,୩୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୩,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme