Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଜାଣି ନିଅନ୍ତୁ ଆଜିର ସୁନା ଦର…

Posted on November 21, 2025

ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୪,୪୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୪,୦୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୪,୪୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୪,୦୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୪,୪୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୪,୦୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୪,୬୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୪,୨୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୫,୦୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୪,୬୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୪,୪୮୦ ଓ ୧,୧୪,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୬୧,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି
  • ଆଜିଠୁ ସଂସଦର ଶୀତ ଅଧିବେଶନ, ଦିଲ୍ଲୀ ବ୍ଲାଷ୍ଟକୁ ନେଇ କମ୍ପିବ ଗୃହ
  • ବାରବାଟୀ T20: ମୁଖ୍ୟମନ୍ତ୍ରୀ କିଣିଲେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଟିକେଟ୍
  • ରାସ୍ତା ଜଳିଗଲା ହାଇୱା, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (283)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (59)
  • ରାଜ୍ୟ (902)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme