Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଜେଲରୁ ଫେରିଲେ , ଗୋଡ଼ାଇ ହାଣିଲେ

Posted on November 14, 2025

ବଟି ମାଗିବାକୁ କେନ୍ଦ୍ର କରି ହାଣିଲେ ଜେଲ ଫେରନ୍ତା । ଫୁଲେଶ୍ୱରୀ ବସ୍ତିରେ ବୁଲିଲା ଖଣ୍ଡା । ହାର୍ଡକୋର କ୍ରିମିନାଲ ଦୀପ୍ତିରଞ୍ଜନ ଓରଫ ଚାମ୍ବା ହାଣିଥିବା ଅଭିଯୋଗ । ଦଫା ୧୧୦ ଅଧୀନରେ ଜେଲରେ ଥିବା ଚାମ୍ବା ଦୁଇଦିନ ତଳେ ଜେଲରୁ ଫେରିଥିଲା । ବିଳମ୍ବିତ ରାତିରେ ବ୍ରାଉନସୁଗର ନିଶାରେ ରକ୍ତର ହୋଲି ଖେଳିଲା ଅଭିଯୁକ୍ତ । ଦୁଇଜଣଙ୍କୁ ହାଣି ଲହୁଲୁହାଣ କଲା। ଗୁରୁତର ଆହତ ଯୁବକ ଲାଲୁ ମୁର୍ମୁ ଓ ଶିବ ବେହେରା ଏମ୍ସ ହସ୍ପିଟାଲରେ ଭର୍ତ୍ତି । ଥାନାରେ ଅ ଦେବା ପରେ ଅଭିଯୁକ୍ତକୁ ଖୋଜୁଛି ପୋଲିସ । ବଟି ଦେବାକୁ କେନ୍ଦ୍ର କରି ଅଭିଯୁକ୍ତ ଜଣଙ୍କ ହାଣିଥିବା ନେଇ ଅଭିଯୋଗ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme