Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଟାଉନ ଥାନାର ଦ୍ୱାରସ୍ଥ ହେଲେ ଦୁଇ କିନ୍ନର ଗୋଷ୍ଠୀ…

Posted on December 30, 2025

ଭଦ୍ରକ ଚରମ୍ପା ଡଗରା ସାହି ଅଞ୍ଚଳରେ ଦୁଇ କିନ୍ନର ଗୋଷ୍ଠୀ ମୁଁହାମୁହିଁ । ଗୋଟିଏ ଗୋଷ୍ଠୀର ଆକ୍ରମଣରେ ଅନ୍ୟ କିନ୍ନର ଗୋଷ୍ଠୀର ୪ ଜଣ ଆହତ ହୋଇଛନ୍ତି । ଆହତମାନେ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଟାଉନ ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଆହତ କିନ୍ନର ଗୋଷ୍ଠୀ ।

ସୂଚନା ଅନୁସାରେ ଗତ କିଛି ଦିନ ହେବ ଚରମ୍ପା ଅଂଚଳରେ ରହୁଥିବା ଦୁଇ କିନ୍ନର ଗୋଷ୍ଠୀ ମଧ୍ୟରେ ବିବାଦ ଲାଗିଥିଲା । ଏହାକୁ ନେଇ ଦୁଇ ଗୋଷ୍ଠୀ ଭିନ୍ନ ଭିନ୍ନ ଭାବେ ଭଦ୍ରକ ଟାଉନ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଏହି ଘଟଣାରେ ତଦନ୍ତ ଆରମ୍ଭ କରିଥିଲା ବେଳେ ଆଜି ସକାଳୁ ଗୋଟିଏ ଗୋଷ୍ଟୀର କେତେକ ସଦସ୍ୟଙ୍କ ଉପରେ ହଠାତ ଅତର୍କିତ ଭାବେ ଅନ୍ୟ ଏକ କିନ୍ନର ଗୋଷ୍ଠିର ସଦସ୍ୟ ଆକ୍ରମଣ କରିଥିଲେ । ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ । କେତେକଙ୍କ ଚୁଟି ବି ଜୋର ଜବରଦସ୍ତ କାଟି ଦେଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme