Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଟି-୨୦ ପାଇଁ ପ୍ରସ୍ତୁତ ହେଉଛି ବାରବାଟୀ, ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ମ୍ୟାଚ

Posted on November 16, 2025

ଟି-୨୦ ମ୍ୟାଚ ପାଇଁ ପ୍ରସ୍ତୁତ ହେଉଛି ବାରବାଟୀ । ଡିସେମ୍ବର ୯ରେ ଖେଳାଯିବ ମ୍ୟାଚ । ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ ଖେଳାଯିବ। ମ୍ୟାଚ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି । ଷ୍ଟାଡିୟମ ଭିତରେ ଥିବା ଗ୍ୟାଲେରୀ ଓ ପଡିଆର କାମ ଆରମ୍ଭ ହୋଇଛି। ଦିଲ୍ଲୀ ବିସ୍ଫୋରଣ ପରେ ବାରବାଟିରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଉଛି । ଅନଲାଇନ୍ ଓ ଅଫ ଲାଇନ୍ ଟିକେଟ ପାଇଁ ସବୁ ବ୍ୟବସ୍ଥା ଗ୍ରହଣ କରାଯିବ। ବାରବାଟୀ ଷ୍ଟାଡିୟମରେ ମୋଟ ୨୮ଟି ମ୍ୟାଚ ଖେଳାଯାଇଛି । ସେଥିରୁ ୨୩ଟି ଦିନିକିଆ ହୋଇଥିବାବେଳେ ଦୁଇଟି ଟେଷ୍ଟ ଓ ୩ଟି ଟି-୨୦ ମ୍ୟାଚ ରହିଛି । ବାରବାଟୀରେ ଶେଷଥର ୨୦୨୫ ଫେବ୍ରୁଆରୀ ୯ରେ ଭାରତ-ଇଂଲଣ୍ଡ ମଧ୍ୟରେ ଦିନିକିଆ ମ୍ୟାଚ ଖେଳାଯାଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme