Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା, ଗିଲ୍ ଆଉଟ

Posted on December 20, 2025

ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଏବଂ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ଦଳ ଘୋଷଣା କରିଛନ୍ତି । ଟି-୨୦ ବିଶ୍ୱକପ୍ ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ଆୟୋଜନ କରୁଛନ୍ତି । ଫେବୃଆରୀ ୭ରୁ ଆରମ୍ଭ ହେବ ବିଶ୍ବକପ ମୁକାବିଲା ।

ଟି୨୦ ବିଶ୍ବକପରୁ ବାଦ ପଡିଛନ୍ତି ଶୁବମନ ଗିଲ୍ । ସୂର୍ଯ୍ୟକୁମାର ଯାଦବଙ୍କୁ ଅଧିନାୟକ ଦାୟିତ୍ବ ମିଳିଥିବା ବେଳେ ଅକ୍ଷର ପଟେଲଙ୍କୁ ଉପଅଧିନାୟକ ଦାୟିତ୍ବ ମିଳିଛି । ସଞ୍ଜୁ ସାମସନ, ଈଶାନ କିଷନଙ୍କୁ ଟିମରେ ସ୍ଥାନ ମିଳିଛି ।

ଭାରତୀୟ ସ୍କ୍ବାର୍ଡ : ସୂର୍ଯ୍ୟକୁମାର ଯାଦବ( ଅଧିନାୟକ), ଅକ୍ଷର ପଟେଲ ( ଉପ ଅଧିନାୟକ), ସଞ୍ଜୁ ସାମସନ, ଈଶାନ କିଷନ, ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ରିଙ୍କୁ ସିଂ, ଜସପ୍ରୀତ ବୁମରା, ହର୍ଷିତ ରାଣା, ଅର୍ଶଦୀପ ସିଂ, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ, ୱାଂଶିଟନ ସୁନ୍ଦର ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme