Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଟ୍ରକ୍ ଚାଳକକୁ ଛୁରାମାଡ଼, ଟଙ୍କା ଓ ମୋବାଇଲ ଲୁଟ୍

Posted on December 1, 2025

ଆଜି ଭୋର୍ ୫ ଘଟିକା ସମୟରେ ୫୨୦ ନମ୍ୱର୍ ଜାତୀୟ ରାଜପଥ, ଭଦ୍ରାସାହି ନିକଟ ରୋଇଡ଼ା ଛକ ନିକଟରେ ଏକ ଟ୍ରକ୍ ରାସ୍ତାରେ ଯାଉଥିବା ସମୟରେ ୩ ଜଣ ଦୁର୍ବୃତ୍ତ ଗାଡ଼ିକୁ ଅଟକାଇ ଥିଲେ। ଭୁଜାଲି ଓ ମାରଣାସ୍ତ୍ର ଦେଖାଇ ଚାଳକ ସତ୍ୟନାରାୟଣ ବିଶ୍ଵକର୍ମାଙ୍କ ପାଖରେ ଥିବା କିଛି ଟଙ୍କା ଓ ତାଙ୍କ ମୋବାଇଲ ଛଡ଼ାଇ ନେବା ସହ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ।

ଦୁର୍ବୃତ୍ତଙ୍କ ଆକ୍ରମଣରେ ଚାଳକ ସତ୍ୟନାରାୟଣଙ୍କ ବାମ ଗୋଡ଼ ଭାଙ୍ଗି ଯାଇଥିବାବେଳେ, ମୁଣ୍ଡରେ ଆଘାତ ଲାଗିଥିବା ଜଣାଯାଇଛି। ଏନେଇ ବଡ଼ବିଲ ଥାନାରେ ଲିଖିତ ଅଭିଯୋଗ ପରେ ପୁଲିସ ଗୁରୁତର ଆହତ ଚାଳକକୁ ଡାକ୍ତରଖାନାରେ ଭର୍ତ୍ତି କରାଇ ଘଟଣାର ତଦନ୍ତ କରୁଥିବା ଜଣାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme