Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଟ୍ରଲର ଧକ୍କାରେ ଯୁବକଙ୍କ ମୃତ୍ୟୁ

Posted on November 18, 2025

ପରୀକ୍ଷା ଦେବାକୁ ଯାଉଥିଲେ ଯୁବକ। ବାଟରେ ଛକି ବସିଥିଲା ଯମ। ଟ୍ରେଲର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ୫୩ ନମ୍ବର ଜାତୀୟ ରାଜପଥର ପାଖର ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଧର୍ମଶାଳା ପୁଲିସ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ସୂଚନାନୁଯାୟୀ, ଧର୍ମଶାଳା ଥାନା ୫୩ ନମ୍ବର ଜାତୀୟ ରାଜପଥର ପାଖର ନିକଟରେ ଜଣେ ବାଇକ୍ ଆରୋହୀ ଏକ ରଡ୍ ବୋଝେଇ ଟ୍ରକ୍ ସହ ଧକ୍କା ହୋଇ ରାସ୍ତାରେ ପଡିଯାଇଥିଲେ। ଏହି ସମୟରେ ପଛପଟୁ ଆସୁଥିବା ଏକ ଟ୍ରେଲର ଯୁବକଙ୍କ ଉପରେ ଚଢିଯାଇଥିଲା। ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାସ୍ଥଳରୁ ମିଳିଥିବା ଭୋଟର ପରିଚୟ ପତ୍ରରୁ ଯୁବକ ଜଣଙ୍କ ସୁକିନ୍ଦା ଥାନା ଅନ୍ତର୍ଗତ ଲେମ୍ୱୋ ଗ୍ରାମର ବିଷ୍ଣୁ ପ୍ରଧାନଙ୍କ ପୁଅ ବିଜୟ କୁମାର ପ୍ରଧାନ ବୋଲି ଜଣାପଡ଼ିଛି। ବିଜୟ ଭୁବନେଶ୍ବରକୁ କୌଣସି ଏକ ପରୀକ୍ଷା ଦେବାକୁ ଯାଉଥିଲେ। ହେଲେ ବାଟରେ ତାଙ୍କର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଖବର ପାଇ ଧର୍ମଶାଳା ପୁଲିସ ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରେଲରକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme