Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଟ୍ରାନ୍ସପୋର୍ଟ ଭଡା ବିବାଦ: ଧାନ ନ ଉଠିଲେ ରାସ୍ତା ଆନ୍ଦୋଳନର ଚେତାବନୀ

Posted on November 29, 2025

ସମ୍ବଲପୁରରେ ନିର୍ଦ୍ଧାରିତ ସମୟରେ ମଣ୍ଡିରୁ ଧାନ ଉଠିନାହିଁ ବୋଲି ଚାଷୀମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି । ଗତକାଲି ବରେଇପାଲି ସହ ବିଭିନ୍ନ ମଣ୍ଡିଗୁଡ଼ିକରେ ଧାନ ନେଇ ପହଞ୍ଚିଥିବା ଚାଷୀମାନେ ବହୁସମୟ ବୈଠକ ହେଲେ ମଧ୍ୟ ସମାଧାନ ନ ମିଳିବାରୁ ଖୁବ ଅସନ୍ତୁଷ୍ଟ ହେଇଛନ୍ତି ।

ଟ୍ରାନ୍ସପୋର୍ଟ ଭଡା ବୃଦ୍ଧି ଓ ମିଲର୍ସଙ୍କୁ ୩ ବର୍ଷର ଭଡା ଅପେକ୍ଷାରେ ବୈଠକ ଅଧାରୁ ମିଲର୍ସ ବାହାରିଯାଇଥିଲେ । ଧାନ ଉଠା ନହେଲେ ରାସ୍ତାରେ ଧାନ ଥୋଇ ଆନ୍ଦୋଳନ କରିବାକୁ ଚାଷୀମାନେ ଚେତାବନୀ ଦେଇଛନ୍ତି ।

ପରିସ୍ଥିତି ଦେଖି ସମ୍ବଲପୁର ଉପ ଜିଲ୍ଲାପାଳ ଘଟଣାସ୍ଥଳରେ ପହଞ୍ଚି ଚାଷୀମାନଙ୍କ ସହ ଆଲୋଚନା କରିଛନ୍ତି । ଖୁବଶୀଘ୍ର ଧାନ ଉଠାଯିବ ବୋଲି ପ୍ରଶାସନ ପକ୍ଷରୁ ଆଶ୍ୱାସନ ମିଳିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme