Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଟ୍ରେନ୍ ଧକ୍କାରେ ଗଲା ହାତୀର ଜୀବନ

Posted on November 2, 2025

ବାରିପଦା ଅଭିମୁଖେ ଯାଉଥିବା ଶାଲିମାର ଏକ୍ସପ୍ରେସ ଟ୍ରେନ୍ ଧକ୍କାରେ ଏକ ବିଶାଳ ଦନ୍ତା ହାତୀର ମୃତ୍ୟୁ ଘଟିଛି l ଘଟଣା ସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ ତଥା ରେଞ୍ଜ ଅଧୀନ ଆଗ୍ରିଆ ଛକରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଏକ ଗୋଠଛଡ଼ା ଦନ୍ତା ହାତୀ ଶନିବାର ରାତି ୧୧ଟା୩୦ ରେ ସର୍ବଣା ଗାଁ ଦେଇ ଆଗ୍ରିଆ ଛକ ଅଭିମୁଖେ ଆସୁଥିଲା l ଆଗ୍ରିଆ ରେଳ ଫାଟକ ନିକଟରେ ବିଶାଳ ଦନ୍ତା ହାତୀ ଆଗ୍ରିଆ ରେଳ ଫାଟକ ଅତିକ୍ରମ କରୁଥିଲା । ସେହି ସମୟରେ ବାରିପଦା ଅଭିମୁଖେ ଯାଉଥିବା ଶାଲିମାର ଏକ୍ସପ୍ରେସ ଟ୍ରେନ୍‌ ହାତୀଟିକୁ ଧକ୍କା ଦେଇଥିଲା l ଟ୍ରେନ୍‌ ଧକ୍କାରେ ବିଶାଳ ଦନ୍ତା ହାତୀର ମୃତ୍ୟୁ ହୋଇଛି l ଟ୍ରେନ୍‌ ଧକ୍କାରେ ବିଶାଳ ଦନ୍ତା ହାତୀର ମୃତ୍ୟୁକୁ ନେଇ ଏଠାରେ ଲୋକାରଣ୍ୟ ହୋଇପଡିଥିବା ବେଳେ ଉତ୍ତେଜନା ପ୍ରକାଶ ପାଇଛି l ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି l

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme