Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଟ୍ରଲର ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ, ମୃତକଙ୍କ ପରିଚୟ ଅସ୍ପଷ୍ଟ

Posted on December 6, 2025

ଟ୍ରଲର ଧକ୍କାରେ ଦୁଇ ବାଇକ୍ ଆରୋହୀ ମୃତ। ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ୧୪୩ ନଂ ଜାତୀୟ ରାଜପଥ ଗମଲେଇ ଛକରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି।

ସୂଚନାନୁଯାୟୀ, ଶନିବାର ସକାଳେ ୨ ଜଣ ଆରୋହୀ ନରେନ୍ଦ୍ର ପଟୁ ରାଜାମୁଣ୍ଡା ଆଡକୁ ଯାଉଥିଲେ। ଏହି ସମୟରେ ଗମଲେଇ ଛକରେ ପଛରୁ ଆସୁଥିବା ଏକ ଟ୍ରଲର ବାଇକ୍‌କୁ ଧକ୍କା ଦେଇ ଚଢି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ୨ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme