
ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଛାତ୍ରୀଙ୍କ ଘର ବାଲେଶ୍ବର ଜିଲ୍ଲା ଥାନା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗ ଦୁର୍ଗାପୁର ଘରୋଇ ମେଡିକାଲ କଲେଜରେ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ତାଙ୍କ ଅବସ୍ଥା ଗୁରୁତର ହେବାରୁ ଛାତ୍ରୀଙ୍କୁ ହସପିଟାଲ ICUରେ ଭର୍ତ୍ତି କରାଯାଇଛି । ଗଳକାଲି ରାତିରେ ଛାତ୍ରୀ ଜଣକ ବାହାରକୁ ଯାଇଥିବା ସମୟରେ ତାଙ୍କୁ ଦୁଷ୍କର୍ମ ହୋଇଥିବା ଜଣାପଡିଛି ।

