Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତାମିଲନାଡୁରେ ଭୟଙ୍କର ବସ୍ ଦୁର୍ଘଟଣା, ୬ ଯାତ୍ରୀ ମୃତ

Posted on November 24, 2025

ତାମିଲନାଡୁରେ ଭୟଙ୍କର ବସ୍ ଦୁର୍ଘଟଣା। ତେନକାସି ଜିଲ୍ଲାରେ ଦୁଇ ଘରୋଇ ବସ୍ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଚାଲିଗଲା ୬ ଜୀବନ, ୨୮ରୁ ଅଧିକ ଆହତ। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟଲୋକ ବସ୍ ଭିତରୁ ଯାତ୍ରୀଙ୍କୁ ଉଦ୍ଧାର କରୁଥିବା ବେଳେ ପୁଲିସ ମଧ୍ୟ ରେସ୍କ୍ୟୁ କରୁଥିବା ଜଣାପଡିଛି।

ସୂଚନାନୁସାରେ, ସୋମବାର ସକାଳେ ଏକ ଘରୋଇ ବସ ମଦୁରାଇରୁ ସେନକୋଟାଇ ଅଭିମୁଖେ ଯାଉଥିଲା । ଏହା ତେନକାସିରୁ କୋଭିଲପଟ୍ଟି ଅଭିମୁଖେ ଯାଉଥିବା ଅନ୍ୟ ଏକ ଘରୋଇ ବସକୁ ଧକ୍କା ଦେଇଥିଲା । ଭୟଙ୍କର ଦୁର୍ଘଟଣା ଉଭୟ ବସ ସମ୍ମୁଖ ଭାଗ ସଂପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଛି ।

ସ୍ଥାନୀୟ ପୁଲିସ କହିବାନୁସାରେ, ମଦୁରାଇରୁ ସେନକୋଟ୍ଟାଇ ଯାଉଥିବା ବସର ଡ୍ରାଇଭର ଅତି ବେପାରୁଆ ଭାବେ ଗାଡି ଚଲାଉଥିଲେ । ଗାଡିର ବେଗ ଅଧିକ ଥିବାରୁ ବସ ନିୟନ୍ତ୍ରଣ କରିନପାରି ସାମ୍ନାରୁ ଆସୁଥିବା ଆଉ ଏକ ବସ୍ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ ୬ ଜଣ ଯାତ୍ରୀ ଜୀବନ ଯାଇଥିବା ବେଳେ ୨୮ରୁ ଅଧିକ ଯାତ୍ର ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କିଛି ଯାତ୍ରୀଙ୍କ ଅବସ୍ଥା ସଂଙ୍କଟାପନ୍ନ ରହିଛି । ଫଳରେ ମୃତ୍ୟୁସଂଖ୍ୟାରେ ବୃଦ୍ଧି ଘଟିପାରେ । ମୃତଯାତ୍ରୀଙ୍କୁ ପୋଷ୍ଟମର୍ଟମ ପାଇଁ ପଠାଯାଇଥିବା ଜଣାପଡିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme