Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପରିସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବର ଅନୁଷ୍ଠିତ

Posted on January 14, 2026

ଜାତୀୟ ସଡ଼କ ସୁରକ୍ଷା ମାସ ପାଳନ ଅବସରରେ ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପରିସରରେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରୁ ମୋଟ୍‌ ୧୧୫ ୟୁନିଟ୍‌ ରକ୍ତ ସଂଗୃହିତ ହୋଇଥିଲା । ତାଳଚେର ଆଞ୍ଚଳିକ ପରିବହନ ଅଧିକାରୀ ଇଂ ନିଖିଲ କୁମାର ପଟ୍ଟନାୟକ ଏବଂ ଏମ୍‌ଭିଆଇ ତପନ କୁମାର ବେଟିଙ୍କ ନେତୃତ୍ବରେ ଶିବିରରେ ମୁଖ୍ୟ ଅତିଥିଭାବେ ତାଳଚେର ଏସ୍‌ଡିପିଓ ଭରତ ଚନ୍ଦ୍ର ସାହୁ ଯୋଗ ଦେଇଥିଲେ। ରକ୍ତର ଅଭାବକୁ ଦୃଷ୍ଟିରେ ରଖି ପରିବହନ ବିଭାଗ ପକ୍ଷରୁ ଏଭଳି ଏକ ନିଆରା ପ୍ରୟାସ କରାଯାଇଥିଲା । ଏହି ରକ୍ତଦାନ ଶିବିରରେ ବିଭିନ୍ନ ଠିକା ସଂସ୍ଥା ସହ ତାଳଚେର ଶିଳ୍ପ ତାଲିମ କେନ୍ଦ୍ରର ଛାତ୍ରଛାତ୍ରୀ ଓ ତାଳଚେର ଡ୍ରାଇଭର ମହାସଂଘର ସଦସ୍ୟ ଯୋଗଦେଇ ରକ୍ତ ଦାନ କରିଥିଲେ ।ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ସମସ୍ତ କତ୍ତୃପକ୍ଷ ଓ ବିଭିନ୍ନ ସଙ୍ଗଠନ ର କର୍ମକର୍ତ୍ତା ଯୋଗଦେଇ ଏହି ଶିବିରକୁ ପରିଚାଳନା କରିଥିଲେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme