Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତାଳଚେର ଡ଼ିଏଭି ଜଗନ୍ନାଥ କ୍ଷେତ୍ରରେ କ୍ଲଷ୍ଟର ଏବଂ ଜୋନାଲ ସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଘାଟିତ

Posted on October 25, 2025

ତାଳଚେର ଡ଼ିଏଭି ଜଗନ୍ନାଥ କ୍ଷେତ୍ରରେ କ୍ଲଷ୍ଟର ଏବଂ ଜୋନାଲ ସ୍ତରୀୟ ଖେଳକୁଦ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ଏଥିରେ ସମଗ୍ର ରାଜ୍ୟର ୬୦ଟି ଡ଼ିଏଭି ବିଦ୍ୟାଳୟରୁ ୨୩୪ଟି କ୍ଲଷ୍ଟର ସ୍ତରୀୟ ଓ ୩୧୨ଟି ଜୋନାଲ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ପ୍ରାୟ ୩୦୦୦ ଛାତ୍ରଛାତ୍ରୀ ସମଗ୍ର ଓଡିଶାରୁ ଏଥିରେ ଅଂଶଗ୍ରହଣ କରିଥିଲେ। ଏହି ବିଶାଳ କାର୍ଯ୍ୟକ୍ରମରେ ସମ୍ମାନନୀୟ ଅତିଥି ଭାବରେ ମହାନଦୀ କୋଇଲା କ୍ଷେତ୍ରର ସିଭିଓ ଶ୍ରୀ ପ୍ରଣବ କୁମାର ପଟେଲ ଓ ଡ଼ି.ଏଫ.ଓ ଶ୍ରୀ ଅଜିତ କୁମାର ବେଉରା ସହ ଏମସିଏଲର ଅନେକ ଅଧିକାରୀ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଖେଳକୁଦର ମହତ୍ତ୍ୱ ସଂପର୍କରେ ଅବଗତ କରାଇଥିଲେ। ଶେଷରେ ବିଭିନ୍ନ ବିଦ୍ୟାଳୟର ଛୋଟଛୋଟ ପିଲାଙ୍କର ସାଂସ୍କୃତିକ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଦର୍ଶକଙ୍କୁ ବିମୋହିତ କରିଥିଲା । ମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme