Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତାଳଚେର ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ; ୫ ଲକ୍ଷ ଟଙ୍କାର ବାଣ ଜବତ ସହିତ ୬ ଗିରଫ

Posted on September 24, 2025

ତାଳଚେର ପୋଲିସ ପକ୍ଷରୁ ବେଆଇନ୍‌ ବାଣ ଗଛିତ ରଖିଥିବା ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୫ ଲକ୍ଷ ଟଙ୍କାର ବାଣ ଜବତ କରାଯିବା ସହିତ ୬ ଜଣଙ୍କୁ ଗିରଫ କରାଯାଇଛି।ସୂଚନା ଅନୁସାରେ ତାଳଚେର ଥାନା ସନ୍ଥପଡ଼ା, ବଉଳଛକ, ନୂଆବଲଣ୍ଡା, ରାଧାରମଣପୁର ଆଦି ଅଞ୍ଚଳରେ ଚଢ଼ାଉ କରି ଏହି ବେଆଇନ ବାଣ ଜବତ କରାଯାଇଛି । ଆଗକୁ ଦୀପାବଳୀ ରହିଥିବାରୁ ଏଭଳି ପଦକ୍ଷେପ ନେବା ସହିତ ଚଢ଼ାଉ ଯୋରଦାର କରାଯିବ ବୋଲି ତାଳଚେର ଏସ୍‌ଡିପିଓ ଭରତ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ଏହି ଘଟଣାରେ ପୃଥକ ପୃଥକ ୬ଟି ମାମଲା ରୁଜୁ କରାଯାଇ ବେଆଇନ ବାଣ ରଖିଥିବା ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ; ରତ୍ନଭଣ୍ଡାର ଗଣତି ନେଇ ଆସିପାରେ ବଡ଼ ଘୋଷଣା ।
  • ଗୋରୁ ମାଫିଆ ଘରେ ପୋଲିସ ରେଡ । ବିଡ଼ା ବିଡ଼ା ଟଙ୍କା ଜବତ
  • ନବୀନ ନିବାସରେ ଅଖିଳେଶ: ଓଡ଼ିଶାରୁ ଆରମ୍ଭ ହେବ କି ‘ବିଜେପି ହଟାଓ’ ଅଭିଯାନ?
  • ଡକାୟତିରେ ୬ଜଣ ଅଭିଯୁକ୍ତଙ୍କୁ କାବୁ କଲା ଜିଆରପି
  • ନିପା ଭାଇରସକୁ ନେଇ ଓଡ଼ିଶାରେ ସ୍ୱାସ୍ଥ୍ୟ ବିଭାଗ ସତର୍କ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (462)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,492)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme