Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତାଳଚେର ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ; ୫ ଲକ୍ଷ ଟଙ୍କାର ବାଣ ଜବତ ସହିତ ୬ ଗିରଫ

Posted on September 24, 2025

ତାଳଚେର ପୋଲିସ ପକ୍ଷରୁ ବେଆଇନ୍‌ ବାଣ ଗଛିତ ରଖିଥିବା ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୫ ଲକ୍ଷ ଟଙ୍କାର ବାଣ ଜବତ କରାଯିବା ସହିତ ୬ ଜଣଙ୍କୁ ଗିରଫ କରାଯାଇଛି।ସୂଚନା ଅନୁସାରେ ତାଳଚେର ଥାନା ସନ୍ଥପଡ଼ା, ବଉଳଛକ, ନୂଆବଲଣ୍ଡା, ରାଧାରମଣପୁର ଆଦି ଅଞ୍ଚଳରେ ଚଢ଼ାଉ କରି ଏହି ବେଆଇନ ବାଣ ଜବତ କରାଯାଇଛି । ଆଗକୁ ଦୀପାବଳୀ ରହିଥିବାରୁ ଏଭଳି ପଦକ୍ଷେପ ନେବା ସହିତ ଚଢ଼ାଉ ଯୋରଦାର କରାଯିବ ବୋଲି ତାଳଚେର ଏସ୍‌ଡିପିଓ ଭରତ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି। ଏହି ଘଟଣାରେ ପୃଥକ ପୃଥକ ୬ଟି ମାମଲା ରୁଜୁ କରାଯାଇ ବେଆଇନ ବାଣ ରଖିଥିବା ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme