Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତାଳଚେର ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯାଇଛି

Posted on October 31, 2025

ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଅବସରରେ ଓଡିଶା ପୋଲିସର ନିର୍ଦ୍ଦେଶରେ ତାଳଚେର ପୋଲିସ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ କରାଯାଇଛି । ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ରାଷ୍ଟ୍ରୀୟ ଏକତା ଦିବସ ପାଳିତ ହେଉଥିବା ବେଳେ ଯୁବରାଜ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ନେଇ ଲୌହ ମାନବ ସର୍ଦାର ବଲ୍ଲଭ ଭାଇ ପଟେଲଙ୍କ ଉଦ୍ଦେଶ୍ୟରେ ଏକ ଗଣ ଦୌଡ଼ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ତାଳଚେରର ବିଭିନ୍ନ ସ୍କୁଲ ଓ କଲେଜରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଶେଷରେ କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଏକତା ହିଁ ମୂଳମନ୍ତ୍ର ଏହାକୁ ପାଥେୟ କରି ଜୀବନରେ ଆଗକୁ ବଢିବାକୁ ପୋଲିସ ପକ୍ଷରୁ ଛାତ୍ରଛାତ୍ରୀଙ୍କୁ ଆହ୍ଵାନ ଦିଆଯାଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

June 2026
M T W T F S S
1234567
891011121314
15161718192021
22232425262728
2930  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme