Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତାଳଚେର ବିଜେଡ଼ି ପକ୍ଷରୁ ୨୯ତମ ପ୍ରତିଷ୍ଠା ଦିବସ ପାଳନ ।

Posted on December 26, 2025

ତାଳଚେର ସାଉଥ ବଲଣ୍ଡା ସ୍ଥିତ କଲ୍ୟାଣି ମଣ୍ଡପଠାରେ ତାଳଚେର ନିର୍ବାଚନ ମଣ୍ଡଳୀର ବିଜେଡି ୨୯ତମ ପ୍ରତିଷ୍ଠା ଦିବସ ପାଳନ କରିଛି । ଏଥିରେ ବିଜେଡି ଜିଲା ସଭାପତି ତଥା ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନ ସମୟ ଏକ ଇତିହାସ ହୋଇରହିବ ଓଡିଶା ଇତିହାସରେ ବୋଲି କହିବାସହ ବର୍ତମାନର ସରକାର ବିଗତ ଅଠର ମାସରେ କୋଣସି କ୍ଷେତ୍ରରେ ସଫଳ ହୋଇନାହାନ୍ତି । ସରକାରଙ୍କ ସମସ୍ତ ଯୋଜନା ଫେଲ ହେବାସହ କାମଚଳା ବଜେଟର ମାତ୍ର ୩୯ପ୍ରସେଣ୍ଟ ଖର୍ଚ୍ଚ କରିଥିବାବେଳେ 100ପ୍ରସେଣ୍ଟ କେବେ ହେବବୋଲି ପ୍ରଶ୍ନ କରିବାସହ ରାଜ୍ୟ ସରକାର ସମସ୍ତ କ୍ଷେତ୍ରରେ ବିଫଳତା ବାର୍ତାକୁ ସହର ,ଗ୍ରାମ ଓ ୱାଡ଼ରେ ପହଂଚାଇବା ପାଇଁ ଆଜି ପ୍ରତିଷ୍ଠା ଦିବସରେ ଶପଥ ନେଇଥିବା ଜିଲ୍ଲା ବିଜେଡି ସଭାପତି ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ତାଳଚେର ବିଜେଡିର ବ୍ଲକ ଓ କଣିହାଁ ବ୍ଲକର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷା, ତାଳଚେର ପୌରପରିଷଦର ଉପାଧ୍ୟକ୍ଷା ଓ କାଉନସିଲର, ସମସ୍ତ ଜୋନର ଜିଲ୍ଲା ପରିଷଦ, ସମସ୍ତ ଗ୍ରାମ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ତାଳଚେର ନିର୍ବାଚନ ମଣ୍ଡଳୀ ବିଜୁ ବରିଷ୍ଠ ଯୁବ ଛାତ୍ର ଓ ମହିଳା ଜନତା ଦଳର ସମସ୍ତ ପଦାଧିକାରୀ, ଓ ଶହଶହ କର୍ମୀ ଉପସ୍ଥିତ ଥିଲେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

July 2026
M T W T F S S
 12345
6789101112
13141516171819
20212223242526
2728293031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme