Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତାଳଚେର LP ଇଭେଣ୍ଟ ପକ୍ଷରୁ ଦାଣ୍ଡିଆ ନାଇଟସ ଅନୁଷ୍ଠିତ…

Posted on September 30, 2025

ଶାରଦୀୟ ଦୁର୍ଗାପୂଜା ଅବସରରେ ତାଳଚେର ସାଉଥବଲଣ୍ଡା ଶିବ ମନ୍ଦିର ପଡିଆ ଠାରେ LP ଇଭେଣ୍ଟ ପକ୍ଷରୁ ଏକ ଦାଣ୍ଡିଆ ନାଇଟସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଯୋଗଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ତାଳଚେରେ ପ୍ରଥମଥର ପାଇଁ ଏହି ଦାଣ୍ଡିଆ ନାଇଟ୍ସ ଅନୁଷ୍ଠିତ ହୋଇଥିବାରୁ ଏଥିରେ ଆଖପାଖ ଅଞ୍ଚଳରେ ବହୁ ଦାଣ୍ଡିଆ ପ୍ରେମୀ ଯୋଗଦାନ କରିବା ସହ ସେମାନଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଥିଲା । ଦାଣ୍ଡିଆ ଅନ୍ୟ ରାଜ୍ୟରେ ବହୁଳ ମାତ୍ରାରେ ଖେଳା ଯାଉଥିବା ବେଳେ ଏବେ ଓଡ଼ିଶାରେ ବେଶ ଆଦୃତ ଲାଭ କରିଥିବା ବେଳେ ତାଳଚେରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି । ଏହି କାର୍ଯ୍ୟକ୍ରମରେ ସବୁବର୍ଗର ଲୋକ ସାମିଲ ହୋଇ ଦାଣ୍ଡିଆ ଖେଳିବା ସହ ଏହାର ମଜା ଉଠାଇଥିଲେ ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme