Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ତେଲଙ୍ଗାନାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୧୬ ମୃତ, ୧୦ ଆହତ

Posted on November 3, 2025

ତେଲଙ୍ଗାନାର ରଙ୍ଗାରେଡ୍ଡୀ ଜିଲ୍ଲାର ମିର୍ଜାଗୁଡ଼ା ନିକଟରେ ଆଜି ସକାଳେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଟିଜିଆରଟିସି ବସ୍ ଓ ଟ୍ରକ୍ ମୁହାଁମୁହିଁ ଧକ୍କା ହେବାରୁ ୧୬ ଜଣଙ୍କ ମୃତ୍ୟୁ ଓ ୧୦ ଜଣ ଆହତ ହୋଇଛନ୍ତି।

ଦୁର୍ଘଟଣା ଚେୱଲ୍ଲା ମଣ୍ଡଳ ଖାନପୁର ଗେଟ୍ ନିକଟରେ ଘଟିଥିଲା। ଟ୍ରକ୍ ଅତ୍ୟଧିକ ଗତିରେ ଆସି ବସ୍‌କୁ ଧକ୍କା ଦେଇଥିଲା, ଫଳରେ ଅନେକ ଯାତ୍ରୀ ଘଟଣାସ୍ଥଳରେ ମୃତ୍ୟୁ ବରଣ କରିଥିଲେ। ଆହତମାନଙ୍କୁ ନିକଟସ୍ଥ ହସପିଟାଲକୁ ପଠାଯାଇଛି।

ପରିବହନ ମନ୍ତ୍ରୀ ପୋନ୍ନମ ପ୍ରଭାକର ଶୋକପ୍ରକାଶ କରି ଅଧିକାରୀଙ୍କୁ ତତ୍କାଳ ଉଦ୍ଧାର ଓ ଚିକିତ୍ସା ବ୍ୟବସ୍ଥା ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ଘଟଣାର କାରଣ ଖୋଜିବାକୁ ଯାଂଚ ଆଦେଶ ଜାରି ହୋଇଛି

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme