Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଥର୍ମାଲ ଡ଼ିଏଭି ପବ୍ଲିକ ସ୍କୁଲରେ ବୃହତ ପ୍ରଦର୍ଶନୀ ଓ ପୁସ୍ତକ ମେଳା

Posted on January 2, 2026

ତାଳଚେର : ତାଳଚରେ ଥର୍ମାଲ ଡିଏଭି ପବ୍ଲିକ ସ୍କୁଲରେ ବୃହତ ବିଜ୍ଞାନ, ସାମାଜିକ ବିଜ୍ଞାନ, ଭାଷା ଓ ଗଣିତ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଏନଟିପିସି ଟିଟିପିଏସର ସିଜିଏମ ବିଜୟ ଚାନ୍ଦ ଦୀପ ପ୍ରଜ୍ଜ୍ବଳନ କରି ପ୍ରଦର୍ଶନୀ ଓ ପୁସ୍ତକ ମେଳାର ଉଦଘାଟନ କରିଥିଲେ।ବିଦ୍ୟାଳୟର ଅଧ୍ୟକ୍ଷ ଡ. ସମୀର କୁମାର କାନୁନଗୋ ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ। ପ୍ରାୟ୫୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ମୁଖ୍ୟ ଅତିଥି ପ୍ରତିଯୋଗୀ ଛାତ୍ରଛାତ୍ରୀଙ୍କୁ ବିଜ୍ଞାନର ଧାରଣା ଦେବା ସଙ୍ଗେ ସଙ୍ଗେ ନୂତନ ଭାରତ ଗଠନରେ କିପରି ସହାୟକ ହେବେ ତାଙ୍କର ଉଦବୋଧନରେ କହିଥିଲେ। ଏଥି ସହିତ ବିଦ୍ୟାଳୟରେ ବହୁଲବ୍ଧ ପ୍ରତିଷ୍ଠିତ ଲେଖକଙ୍କର ପୁସ୍ତକ ଗୁଡିକର ପ୍ରଦର୍ଶନୀ ମଧ୍ୟ କରାଯାଇଥିଲା। ଏହି ପ୍ରଦର୍ଶନୀ ଓ ମେଳାରେ ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ସହଯୋଗ କରିଥିଲେ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme