Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଥିମେଟ୍ ଖାଇ ୩ ଶିଶୁ ଗୁରୁତର

Posted on November 21, 2025

ଲୁଣ ଭାବି ଥିମେଟ୍ ଖାଇଦେଲେ । ଗୁରୁତର ୩ ଜଣ ଶିଶୁ ଡାକ୍ତରଖାନାରେ ଭର୍ତ୍ତି । ବାଲେଶ୍ୱର ଜିଲ୍ଲା ନୀଳଗିରି ମହିଷାପଟା ପଞ୍ଚାୟତ ଶାଳବଣି ରାଜାସାହିରେ ଘଟିଛି ଅଘଟଣ । ପରିବାର ଲୋକେ ବିଲକୁ ଧାନ କାଟିବାକୁ ଯାଇଥିବା ବେଳେ କିଛି ପିଲା ଗାଁ ଦାଣ୍ଡରେ ଖେଳୁଥିଲେ । ସେମାନଙ୍କୁ ଭୋକ ଲାଗିବାରୁ ଘରୁ ଲୁଣ ଆଣିଥିବା ଭାବି ଥିମେଟ ସହ ପିଆଜ ଗୋଳାଇ ଖାଇ ଦେଇଥିଲେ । ନୀଳଗିରି ବ୍ଲକ ମହିଷାପଟା ପଞ୍ଚାୟତ ଶାଳବଣି ରାଜାସାହିରେ ଏଭଳି ଘଟଣା ଦେଖିବାକୁ ମିଳିଛି । ଗୁରୁତର ୩ ଶିଶୁ ଯୁବରାଜ , ଇନ୍ଦୁରେଖା ଓ ଘନଶ୍ୟାମ ।

ପରିବାର ଲୋକେ ବିଲରୁ କାମ ସାରି ଫେରିବା ପରେ ସେମାନଙ୍କୁ ପ୍ରଥମେ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅବସ୍ଥା ସଂକଟାପନ ହେବାରୁ ସେମାନଙ୍କୁ ବାଲେଶ୍ୱର ମେଡିକାଲ କଲେଜ ସ୍ଥାନାନ୍ତର କରାଯାଇଛି । ସେପଟେ ଅଧିକା ଯୁବରାଜଙ୍କ ଅବସ୍ଥା ଅଧିକ ସାଙ୍ଘାତିକ ହେବାରୁ ତାଙ୍କୁ ରାତିରେ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

August 2026
M T W T F S S
 12
3456789
10111213141516
17181920212223
24252627282930
31  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme