Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼

Posted on December 21, 2025

ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ । ଏହି ଗୁଳିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି । ଆକ୍ରମଣକାରୀଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।

ସୂଚନାନୁଯାୟୀ, ଦକ୍ଷିଣ ଆଫ୍ରିକାର ବେକର୍ସଡାଲର ଏକ ବାର୍ ନିକଟରେ ଗୁଳିଚାଳନା ହୋଇଥିଲା । ଯାହାର ଆକ୍ରମଣ ନାଗରିକଙ୍କ ଉପରେ ହୋଇଥିଲା । ଏହି ଗୁଳି ଆକ୍ରମଣରେ ୧୦ଜଣଙ୍କର ଜୀବନ ଯାଇଥିଲା । କିନ୍ତୁ ମୃତାହତଙ୍କ ବିଷୟରେ କୌଣସି ସୂଚନା ମିଳିନାହିଁ । ଆହତଙ୍କୁ ବର୍ତ୍ତମାନ ହସ୍ପିଟାଲ ପଠାଯାଇଛି ବୋଲି ପୋଲିସ ସୂଚନା ଦେଇଛି । ଏଥିସହ ପୋଲିସ କହିଛି ଯେ, ଗୁଳିକାଣ୍ଡ ଏପରି ଏକ ସ୍ଥାନରେ ହୋଇଥିଲା  ଯେଉଁ ସ୍ଥାନରେ ବେଆଇନ୍ ବାର୍ ଦୋକାନ ଥିଲା ।

ସୂଚନାଯୋଗ୍ୟ, ଦକ୍ଷିଣ ଆଫ୍ରିକାରେ ଏହା ପ୍ରଥମ ଆକ୍ରମଣ ନୁହେଁ ବରଂ ଦ୍ବିତୀୟ ଗୁଳିକାଣ୍ଡ । ଏହା ପୂର୍ବରୁ ଡିସେମ୍ବର ୬ ତାରିଖରେ ରାଜଧାନୀ ପ୍ରିଟୋରିଆ ନିକଟରେ ଥିବା ଏକ ହଷ୍ଟେଲରେ ଆକ୍ରମଣ ହୋଇଥିଲା । ଯେଉଁଥିରେ ଏକ ତିନି ବର୍ଷର ଶିଶୁ ସମେତ ୧୨ ଜଣଙ୍କର ମୃତ୍ୟୁ ହୋଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme