Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦଳିଦେଲା ଦନ୍ତା, ଚାଲିଗଲା ଜୀବନ

Posted on January 24, 2026

ଦଳିଦେଲା ଦନ୍ତା । ଚାଲିଗଲା ଜୀବନ । ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଞ୍ଜ ଗୟାବନ୍ଧରେ ହାତୀ ଆକ୍ରମଣରେ ଜଣଙ୍କ ମୃ୍ତ୍ୟୁ ହୋଇଛି । ମୃତକ ହେଲେ ଗୟାବନ୍ଧର ସଂସାରୀ ଭୂଜବଳ । ଆଜି ସକାଳୁ ରାସ୍ତାରେ ଯାଉଥିବା ବେଳେ ହାତୀ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି । ସଂସାରୀଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme