Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦାମୀ କାର ଭିତରେ ସିକ୍ରେଟ୍‌ ଚ୍ୟାମ୍ବର: ପୁଷ୍ପା ଷ୍ଟାଇଲରେ ଗଞ୍ଜେଇ ଚାଲାଣ…

Posted on December 20, 2025

ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ପୁଷ୍ପା ଷ୍ଟାଇଲରେ ଏକ କ୍ରେଟା କାରରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ମାଡ଼ିବସିଲା ଟାଉନଥାନା ପୋଲିସ। ବଲାଙ୍ଗୀର ଏସ୍‌ପି ଅଭିଳାଷ ଜି. ଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ଅବନୀ ସାହୁଙ୍କ ନେତୃତ୍ୱରେ ଏକ ସ୍ପେସିଆଲ ଟିମ୍‌ ବଲାଙ୍ଗୀର ଟିଟିଲାଗଡ଼ ରାସ୍ତାରେ ଛକି ରହିଥିଲା। ବଲାଙ୍ଗୀର ସହର ବିଜାଖମନ ଟ୍ରକ ଟର୍ମିନାଲ ରାସ୍ତା ସମ୍ମୁଖରେ ପୋଲିସ କାରଟିକୁ କାବୁ କଲା ପରେ କାରକୁ ସିଜ୍‌ କରି ବହୁ କଷ୍ଟରେ ଜାର ଭିତରେ ଥିବା ସିକ୍ରେଟ ଚ୍ୟାମ୍ବର୍‌ରେ ଗଞ୍ଜେଇ ଥିବାର ସନ୍ଧାନ ପାଇଥିଲା।କାରର ସାମ୍ନା ପଟରେ ତିଆରି ହୋଇଥିଲା ସିକ୍ରେଟ ଚ୍ୟାମ୍ବର। ଭିତରେ ଥିଲା ଗଞ୍ଜେଇ। ପୋଲିସ ମାଜିଷ୍ଟେଟଙ୍କ ଉପସ୍ଥିତିରେ ୨୪ ପ୍ୟାକେଟ ଗଞ୍ଜେଇ ଜବତ କରିଥିବା ବେଳେ, ଦୁଇଜଣଙ୍କୁ ଗିରଫ କରିଛି। ଗିରଫମାନେ ଛତିଶଗଡ଼ର ହୋଉଥିବା ଜଣାପଡିଛି। ଏସଡିପିଓ ସରୋଜ କୁମାର ଉପାଧ୍ୟାୟ ସୂଚନା ଦେଇଛନ୍ତି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme