Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦିନଟିଏ ବଢ଼ିପାରେ ବାଲିଯାତ୍ରା; ୧୩ରେ ଶ୍ରେୟା ଘୋଷାଲ ନାଇଟ୍‌!

Posted on November 10, 2025

ୋକପ୍ରିୟ ବଲିଉଡ୍‌ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲ ବାଲିଯାତ୍ରା କାର୍ଯ୍ୟକ୍ରମ ନେଇ ଦ୍ୱନ୍ଦ୍ୱ ଦୂର ହେଉନାହିଁ । ୧୨ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ରହିଥିବା ବେଳେ ସେ କେଉଁଦିନ କାର୍ଯ୍ୟକ୍ରମ କରିବେ ତାକୁ ନେଇ ପ୍ରଶାସନ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ପ୍ରଦାନ କରାଯାଉନାହିଁ । ବାଲିଯାତ୍ରା ଦିନେ ବଢ଼ାଇ ୧୩ ତାରିଖରେ ଶ୍ରେୟା ଘୋଷାଲ ନାଇଟ୍‌ କରାଯିବ ବୋଲି ସୋସିଆଲ୍‌ ମିଡିଆରେ ଚର୍ଚ୍ଚା ଲାଗିରହିଛି । ଯଦିଓ ପ୍ରଶାସନିକ ସ୍ତରରେ ଏ ବାବଦରେ ନିଷ୍ପତ୍ତି ନିଆଯାଇଥିବା ଖବର ରହିଛି । କିନ୍ତୁ ଅତିରିକ୍ତ ଦିନଟିଏ ଘୋଷଣା କରିବା ରାଜ୍ୟ ସରକାରଙ୍କ ସମ୍ମତିକୁ ଅପେକ୍ଷା କରାଯାଇଛି । ତେଣୁ ଏ ବାବଦରେ ପ୍ରଶାସନ ପକ୍ଷରୁ କୌଣସି ଠୋସ୍‌ ସୂଚନା ଦିଆଯାଉନାହିଁ । ତେଣୁ ୧୩ ତାରିଖ ଶ୍ରେୟା କଟକ ଆସି ବାଲିଯାତ୍ରାରେ କାର୍ଯ୍ୟକ୍ରମ କରିବା ଚୂଡ଼ାନ୍ତ ବୋଲି ଚର୍ଚ୍ଚା ହେଉଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme