
ଖସିଲା ସୁନାର ଦର , ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର ।
ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୨୫,୦୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୪,୬୫୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୨୫,୦୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୪,୬୫୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୫,୦୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୪,୬୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧, ୨୬,୦୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୪,୮୦୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୫,୪୬୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୫,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୫,୦୮୦ ଓ ୧,୧୪,୬୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୫୯,୦୦୦ ଟଙ୍କା ହୋଇଛି ।

