Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦୀପାବଳୀ ପାଇଁ ବାଣ ତିଆରି ସମୟରେ ବିସ୍ଫୋରଣ, ଯୁବକ ମୃତ

Posted on October 20, 2025

ଦୀପାବଳୀ ପୂର୍ବରୁ ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ଥାନା ଅନ୍ତର୍ଗତ କୈଠଡ଼ା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ବେଆଇନ ଭାବେ ବାଣ ତିଆରି କରୁଥିବା ବେଳେ ହୋଇଥିବା ବିସ୍ଫୋରଣରେ ଜଣେ ଯୁବକଙ୍କ ଜୀବନ ଚାଲିଯାଇଛି ।

ଘଟଣା ସମୟରେ ଅସାବଧାନତା ଯୋଗୁଁ ବିସ୍ଫୋରଣ ଘଟିଥିଲା ଓ ଏହା ଏତେ ଭୟାବହ ଥିଲା ଯେ ଯୁବକଙ୍କ ଗୋଟିଏ ହାତ ଓ ଗୋଟିଏ ଗୋଡ଼ ଉଡିଯାଇଥିଲା। ଆହତ ଅବସ୍ଥାରେ ତାଙ୍କୁ ଖଲ୍ଲିକୋଟ ମେଡିକାଲକୁ ନେଇ ଯାଇଥିଲେ, ଯେଉଁଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ମୃତ ଯୁବକଙ୍କ ନାମ ପିଣ୍ଟୁ ପଲେଇ ବୋଲି ଚିହ୍ନଟ ହୋଇଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme