Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦୁଇଟ୍ରକ ମୁହାଁମୁହିଁ ଧକ୍କାରେ ଜଣେ ମୃତ, ଯାତାୟତ ଠପ

Posted on November 3, 2025

ବଲାଙ୍ଗିର-ଟିଟିଲାଗଡ଼ ଏନ ଏଚ ୨୬ ଦେଓଗାଁ ଥାନା ଘୁଚେପାଲି ଛକ ଠାରେ ଦୁର୍ଘଟଣାରେ ଜଣକର ମୃତ୍ୟୁ ହୋଇଛି | ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି | ରାସ୍ତା ଉପରେ ଦୁଇଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଉଥିବାରୁ ପୁରା ଏନ. ଏଚ ଅବରୋଧ ହୋଇଯାଇଛି | ଫଳରେ ରାସ୍ତାର ଉଭୟ ପଟରେ ଟ୍ରାଫିକ ଜାମ ହୋଇଯାଇଛି | ଶହ ଶହ ଗାଡିମୋଟର ଅଟକି ରହିଛି | ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଂଚି ସମସ୍ୟାର ସମାଧାନ କରିବାକୁ ଚେଷ୍ଟା ଜାରୀ ରଖିଛନ୍ତି |

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme