Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦୁବାଇ ଏୟାର ସୋ’ରେ ଭାରତୀୟ ତେଜସ୍ ଜେଟ୍ ଦୁର୍ଘଟଣାଗ୍ରସ୍ତ, ପାଇଲଟ୍ ମୃତ

Posted on November 22, 2025

ଦୁବାଇରେ ଚାଲୁଥିବା ଏୟାର ସୋ’ରେ ଶୁକ୍ରବାର ଏକ ହୃଦୟବିଦାରକ ଘଟଣା ଘଟିଛି । ପ୍ରଦର୍ଶନୀ ସମୟରେ ଭାରତୀୟ ବାୟୁସେନାର ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ପାଇଲଟଙ୍କ ମୃତ୍ୟୁ ଘଟିଛି ବୋଲି ସୂଚନା ମିଳିଛି ।

ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥିବା ଭିଡିଓରେ ଦେଖାଯାଉଛି, ତେଜସ୍ ଜେଟ୍ ଏକ ଏରୋବାଟିକ୍ ମୋଡ଼ ନେବା ସମୟରେ ହଠାତ୍ ନିୟନ୍ତ୍ରଣ ହରାଇ ତଳକୁ ଖସିପଡ଼ିଥିଲା । ଭୂମିକୁ ସ୍ପର୍ଶ କରିବା ସହିତ ବିମାନଟିରେ ଭୟାବହ ବିସ୍ଫୋରଣ ହୋଇଥିଲା ।

ଘଟଣାଟି ଅପରାହ୍ନ ୨.୧୦ ସମୟରେ ଘଟିଥିବା କୁହାଯାଉଛି । ସେତେବେଳେ ହଜାର ହଜାର ଦର୍ଶକ ଆକାଶୀୟ କୋଶଳ ପ୍ରଦର୍ଶନ ଦେଖୁଥିଲେ । ବିମାନଟି ବାୟୁରେ ଚକିତକାରୀ କାରନାମା କରୁଥିବା ବେଳେ ହଠାତ୍ ନିୟନ୍ତ୍ରଣ ହରାଇଥିଲା ଓ କିଛି ସେକେଣ୍ଡ ମଧ୍ୟରେ ତଳକୁ ଖସି ଦୁର୍ଘଟଣା ଘଟିଥିଲା ।

ଘଟଣାସ୍ଥଳରେ ଉଦ୍ଧାରକାରୀ ଦଳ ପହଞ୍ଚି ଅଗ୍ନିନିର୍ବାପଣ ଓ ମୃତ ପାଇଲଟଙ୍କ ଶବ ଉଦ୍ଧାର କାମ ଆରମ୍ଭ କରାଯାଇଥିଲା ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା
  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (905)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme