Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦୁର୍ଗା ପୂଜା ବୁଲିବା ବେଳେ ୫୦୦ରୁ ଅଧିକ ମୋବାଇଲ ଚୋରି, ଅଭିଯୋଗ ପାଇଁ ଥାନାରେ ଭିଡ଼

Posted on October 3, 2025

ଫିକା ପଡ଼ିଲା ପୂଜା ମଉଜ । ରାଜଧାନୀରେ ଦୁର୍ଗା ପୂଜା ବୁଲିବା ବେଳେ ମୋବାଇଲ, ଟଙ୍କା, ବ୍ୟାଗ୍ ଓ ଅଳଙ୍କାର ଲୁଟ୍ । ପାଖାପାଖି ୫୦୦ରୁ ଅଧିକ ମୋବାଇଲ ଏବଂ ୧୦୦ ରୁ ଅଧିକ ଅଳଙ୍କାର ଛିନତାଇ ଅଭିଯୋଗ ହୋଇଛି । ପୂଜାର ମଜା ନେବା ବେଳେ ଅନେକ ଲୋକ ପକେଟମାର ଓ ଲୁଟର ଶିକାର ହୋଇଛନ୍ତି । ଭୁବନେଶ୍ୱରରେ ବିଭିନ୍ନ ଥାନାରେ ଲୁଟ ସଂପର୍କିତ ଅଭିଯୋଗ ହୋଇଛି । ଖଣ୍ଡଗିରି ଥାନାରେ ଅଭିଯୋଗ କରିବାକୁ ଲୋକଙ୍କ ଭିଡ଼ ।

ମୋବାଇଲ ଲୁଟ ନେଇ ଥାନାରେ ଅନେକ ଲୋକ ଅଭିଯୋଗ କରିଛନ୍ତି । ସୁନା ଚେନ ଲୁଟ ହୋଇଥିବା ସହିଦ ନଗର ଥାନାରେ ଜଣେ ମହିଳା ଅଭିଯୋଗ କରିଛନ୍ତି । ମଣ୍ଡପ ବାହାରେ ବୁଲୁଥିବା ବେଳେ ସୁନା ଚେନ ନେଇ ଛୁ ମାରିଥିଲେ ଦୁର୍ବୃତ୍ତ । ଯାହା ସୂଚନା ରହିଛି, ପାଖାପାଖି ୫୦୦ରୁ ଅଧିକ ମୋବାଇଲ ଫୋନ ଏବଂ ୧୦୦ରୁ ଅଧିକ ଅଳଙ୍କାର ଲୁଟ ହୋଇଥିବା ବିଭିନ୍ନ ଥାନାରେ ଅଭିଯୋଗ କରାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଲକ୍ଷ୍ମୀ ବସ୍ ଚଳାଚଳକୁ ଘରୋଇ ବସ୍ ମାଲିକ ସଂଘର  ବିରୋଧ
  •  
  • ଦୁଇ ଗୋଷ୍ଠୀ ମୁହାଁମୁହିଁ , ୬ ଗିରଫ
  • ୩୧ରେ ଛତିଶଗଡ଼ ଯିବ ମହାନଦୀ କମିଟି
  • ମିଳିଲା ୨.୨୧ ଲକ୍ଷ କିଲୋ ସୁନା,୪ ଭିନ୍ନ ଭିନ୍ନ ସ୍ଥାନରେ ସୁନା ଖଣି ଠାବ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (197)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (51)
  • ଦେଶ ବିଦେଶ (466)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (112)
  • ରାଜ୍ୟ (1,503)
  • ସ୍ପେଶାଲ୍ ରିପୋର୍ଟ (263)
©2026 JBR Samachar | Design: Newspaperly WordPress Theme