Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦୁର୍ଘଟଣାରେ ଗଲା କଣ୍ଡକ୍ଟରଙ୍କ ଜୀବନ

Posted on October 11, 2025

କନ୍ଧମାଳ ଲାଞ୍ଜିଗଡରୁ କଟକ ଯାଉଥିବା ଏକ ସରକାରୀ ଯାତ୍ରୀବାହୀ ବସ୍ ଶୁକ୍ରବାର ବିଳମ୍ବିତ ରାତିରେ ଖଜୁରୀପଡା ନିକଟସ୍ଥ ଗାଡିଆପଡା ଘାଟିରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ବସ୍‌ର କଣ୍ଡକ୍ଟରଙ୍କ ମୃତ୍ୟୁ ହେବା ସହିତ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ମୃତକ ଢେଙ୍କାନାଳ ଜିଲ୍ଲା କହ୍ନେଇପାଳର ସୌମ୍ୟ ଦାସ ବୋଲି ଜଣାପଡ଼ିଛି ।

ସୂଚନା ଅନୁଯାୟୀ, ଶୁକ୍ରବାର ରାତି ପ୍ରାୟ ୧୨ଟା ୩୦ରେ ବସ୍‌ଟି ଗାଡିଆପଡା ଘାଟିର ଏକ ବୁଲାଣିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।ଫଳରେ ଘଟଣାସ୍ଥଳରେ ବସ୍‌ କଣ୍ଡକ୍ଟର ସୌମ୍ୟ ଦାସଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଥିଲେ । ଏସମ୍ପର୍କରେ ଖବର ପାଇ ଖଜୁରୀପଡ଼ା ଥାନା ଅଧିକାରୀ ଚାପଧାରୀ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ପୁଲିସ ଗାଡିରେ ନେଇ ଖଜୁରୀପଡା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅନ୍ୟ ଯାତ୍ରୀମାନଙ୍କୁ ବିଭିନ୍ନ ବସ୍‌ରେ ଗନ୍ତବ୍ୟ ସ୍ଥଳକୁ ପଠାଇବା ବ୍ୟବସ୍ଥା କରାଯାଇଥିଲା।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା
  • ଭୟଙ୍କର ବାତ୍ୟା ‘ସେନ୍ୟାର’ର ତାଣ୍ଡବ: ଦକ୍ଷିଣ-ପୂର୍ବ ଏସିଆରେ ୬ଶହ ଜୀବନହାନି

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (905)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme