Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦୁର୍ଘଟଣାରେ ଚାଲିଗଲା ୨ ଜୀବନ

Posted on October 25, 2025

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ ।  ମୁନିଗୁଡ଼ା ଥାନା ବୁରୁଜୁଗୁଡା ନିକଟରେ ୨ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଉଭୟ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଜଣେ ଗୋବର୍ଦ୍ଧନର ଦେବାଶିଷ ସାହୁ ହୋଇଥିବା ବେଳେ ଅନ୍ୟ ଜଣେ ମୃତକଙ୍କ ପରିଚୟ ମିଳିନାହିଁ।

ସୂଚନା ମୁତାବକ, ମୁନିଗୁଡ଼ା ଥାନା ବୁରୁଜୁଗୁଡା ନିକଟରେ ୨ ଟି ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ଉଭୟ ବାଇକ୍‌ର ଚାଳକ ଛିଟିକି ପଡ଼ିଥିଲେ । ଗୁରୁତର ଅବସ୍ଥାରେ ଉଭୟଙ୍କୁ ମୁନିଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ଏସମ୍ପର୍କରେ ଖବର ପାଇବା ପରେ  ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme