Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦେଢ଼ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ

Posted on January 13, 2026

ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଥାନା ଅନ୍ତର୍ଗତ କୁଣ୍ଡେଇଡିହା ଗ୍ରାମରୁ ପ୍ରାୟ ୧୫ ଲକ୍ଷ ଟଙ୍କାର ଅବୈଧ ଗଞ୍ଜେଇ ଜବତ ହୋଇଛି । ୯ ଟି ବସ୍ତାରେ ଗଞ୍ଜେଇ ଥିବା ବେଳେ ଏହା ପାଖାପାଖି ଦେଢ଼ କ୍ୱିଣ୍ଟାଲ ହେବ ବୋଲି ପୁଲିସ କହିଛି । ଏ ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଦୁଇ ଅଭିଯୁକ୍ତ ରଞ୍ଜିତ ଓରାମ ଏବଂ ରାଜେଶ ଓରାମ ବୋଲି ଜଣାପଡ଼ିଛି । ଅବକାରୀ ବିଭାଗ ସୁପାରିଟେଣ୍ଡେଣ୍ଟଙ୍କ ନିର୍ଦ୍ଦେଶ କ୍ରମେ ବଣାଇଁ ଅବକାରୀ ବିଭାଗ ଟିମ୍ ଚଢ଼ାଉ କରି ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରିଥିଲେ । ସୂଚନା ମୁତାବକ ସେମାନେ କୁଣ୍ଢେଇଡିହା ଜଙ୍ଗଲରେ ଗଞ୍ଜେଇ ଚାଷ କରୁଥିଲେ ବୋଲି ଜଣାପଡ଼ିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

March 2026
M T W T F S S
 1
2345678
9101112131415
16171819202122
23242526272829
3031  
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme