Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦୋକାନ ଉପରକୁ ମାଡ଼ିଗଲା ଟ୍ରକ୍, ୩ ମହିଳା ଗୁରୁତର

Posted on September 30, 2025

ଦୋକାନ ଉପର ମାଡ଼ିଗଲା ଟ୍ରକ୍। ୩ ମହିଳା ଗୁରୁତର। ମୟୂରଭଞ୍ଜ ଜିଲ୍ଲା ଝାରପୋଖରିଆ ବଜାରରେ ସୋମବାର ବିଳମ୍ଵିତ ରାତିରେ ଏଭଳି ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ସୋମବାର ବିଳମ୍ଵିତ ରାତିରେ ବାରିପଦା ପଟୁ ଜାମଶୋଳା ଅଭିମୁଖେ ଯାଉଥିବା ଏକ ମାଲ୍ ବୋଝେଇ ଟ୍ରକ୍ ଝାରପୋଖରିଆ ବଜାରରେ ୭ଟି ଦୋକାନ ଘର ଉପରକୁ ମାଡ଼ି ଯାଇଥିଲା। ଫଳରେ ୩ ଜଣ ମହିଳା ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ପିଆରଏମ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ୧୮ ନମ୍ବର ଓ ୪୯ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଛନ୍ତି। ୧୮ନଂ ଓ ୪୯ନଂ ଜାତୀୟ ରାଜପଥର ସଂଯୋଗ ସ୍ଥଳ ଗୋଲେଇ ଉପରରେ ଓଭରବ୍ରିଜ ନିର୍ମାଣ ଅଧପାନ୍ତରିଆ ଭାବେ ପଡ଼ିରହିଥିବା ଦ୍ଵାରା ପ୍ରତ୍ୟେକ ଦିନ ଦୁର୍ଘଟଣା ଘଟୁଥିବା ଅଭିଯୋଗ ହୋଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

September 2026
M T W T F S S
 123456
78910111213
14151617181920
21222324252627
282930  
« Feb    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme