Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଦୋକାନ ଭିତରୁ ମାଲିକଙ୍କ ମୃତଦେହ ଉଦ୍ଧାର

Posted on January 11, 2026

ଟାୟାର ଦୋକାନ ଭିତରୁ ଉଦ୍ଧାର ହେଲା ଦୋକାନ ମାଲିକଙ୍କ ମୃତଦେହ । ଘଷିପୁରା ବ୍ଲକ ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ହସନପୁର ଟୋଲ ପ୍ଲାଜା ନିକଟରେ ଏକ ଟାୟାର ଦୋକାନ ରହିଛି । ରବିବାର ଏହି ଦୋକାନ ଭିତରୁ ମାଲିକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଦୋକାନୀ ଜଣକ ବିହାରର ସଜାଜ୍ ଆଲମ୍ ବୋଲି ଜଣାପଡ଼ିଛି । ସ୍ଥାନୀୟ ଲୋକମାନେ ଖବର ପାଇ ରାମଚନ୍ଦ୍ରପୁର ପୁଲିସକୁ ଖବର ଦେବାପରେ ଘଟଣାସ୍ଥଳରେ ସାଇଁକୁଳ ଫାଣ୍ଡି ପୋଲିସ ପହଞ୍ଚିଛି । ଶବ ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ମେଡିକାଲକୁ ଶବ ପଠାଇବା ସହ ପରିବାର ଲୋକଙ୍କୁ ଖବର ପଠାଇ ତଦନ୍ତ ଆରମ୍ଭ କରିଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ଅଧ୍ୟାପକଙ୍କୁ ସରକାରଙ୍କ ଛାଟ, ତଡ଼ା ଖାଇବେ ସାର୍
  • ଚାକିରିଆଙ୍କୁ ଆଶ୍ବସ୍ତି, ଆଉ ବାରମ୍ବାର ମାଗିବାକୁ ପଡ଼ିବନି…
  • ଆଖି ବୁଜିଲା ବୋମା ଖାଇ ଗୁରୁତର ହୋଇଥିବା ହାତୀ
  • ଡାର୍କ ମୋଡ୍‌ରେ ଲାଲ୍ ଗ୍ରହ
  • ଭଣ୍ଡବାବାଙ୍କୁ ଖଣ୍ଡଗିରି ମନା

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (196)
  • ଏକ୍ସକ୍ଲୁସିଭ୍ (27)
  • ଖେଳ (51)
  • ଦେଶ ବିଦେଶ (461)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (111)
  • ରାଜ୍ୟ (1,487)
  • ସ୍ପେଶାଲ୍ ରିପୋର୍ଟ (261)
©2026 JBR Samachar | Design: Newspaperly WordPress Theme