Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଧରାକୋଟ ରେ ଦୁଇ ସିରିଜ ଦୁର୍ଘଟଣା

Posted on November 1, 2025

ଧରାକୋଟ: ଧରାକୋଟ ଓ ମୁଣ୍ଡମରାଇ ନିକଟରେ ଆଜି ମଧ୍ୟାହ୍ନ ସମୟରେ ଦୁଇଟି ଦୁର୍ଘଟଣା ଘଟିଥିବା ବେଳେ ଏଥିରେ ଦୁଇଟି ଗାଡି କ୍ଷତିଗ୍ରସ୍ତ ହୋଇଛି। ଜାତୀୟ ରାଜପଥ ୫୯ର ଦୁର୍ଘଟଣା ପ୍ରବଣ ଅଞ୍ଚଳ ଭାବରେ ଜଣାଶୁଣା ହନୁମାନ ଦ୍ଵାର ମୁଣ୍ତମରାଇ ମଧ୍ୟରେ ଥିବା ଧାନ ମିଲ ନିକଟରେ ସୋରଡା ରୁ ଆସିକା ଯାଉଥିବା od 07 aq 5802 ନମ୍ବର ବିଶିଷ୍ଟ ଏକ କାର ରାସ୍ତା ଉପରକୁ ହଠାତ ଚାଲି ଆସିବା ଯୋଗୁଁ ତାକୁ ବଞ୍ଚାଇବା କୁ ଯାଇ ଡ୍ରାଇଭର ରାସ୍ତା ପର୍ଶ୍ୱକୁ ମୋଡ଼ ବଦଳାଇବା ବେଳେ କାର ଟି ରାସ୍ତା ପାର୍ଶ୍ଵ ସିମେଣ୍ଟ ଖୁଣ୍ଟକୁ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଠିକ ସେହିପରି ଧରାକୋଟ ମେଡ଼ିକାଲ ଗଡାଣି ରେ ସୋରଡା ପଟରୁ କାଠ ବୋଝେଇ କରି ଆସୁଥିବା od 04 c 5951 ନାମକ ଏକ ବୋଲେରୋ ପିକ ଅପ ଗାଡି ନିୟନ୍ତ୍ରଣ ହରାଇ ଏକ ବିଦ୍ୟୁତ ଖୁଣ୍ଟ ସହ ପିଟି ହୋଇ ଓଲଟି ପଡିଥିଲା। ପାଖରେ ଏକ ବିଦ୍ୟୁତ ଟ୍ରଂସ୍ଫର୍ମର ରହିଥିଲେ ମଧ୍ୟ ସୌଭାଗ୍ୟ ବଶତଃ ଏହାକୁ ଧକ୍କା ହୋଇନଥିବା ଯୋଗୁଁ ଏକ ବଡ ଧରଣର ଅ ଘଟଣରୁ ଉଭୟ ଦୁର୍ଘଟଣାରେ କୌଣସି ଜୀବନହାନି ହୋଇନାହିଁ । ପୋଲିସ ଉଭୟ ଗାଡ଼ିକୁ ଜବତ କରି ତଦନ୍ତ ଚଳାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଚେତାବନୀ: ସମ୍ପତ୍ତି ଘୋଷଣା ନକଲେ ପଦୋନ୍ନତି ବାତିଲ୍
  • ତାଳଚେର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଶୂନ୍ୟ ମୃତାହତ ପକ୍ଷ ପାଳନ
  • ସୁନା ଦର ସ୍ଥିର, ଜାଣନ୍ତୁ ଆଜିର ଦାମ୍
  • କାର୍ଯ୍ୟରେ ଅବହେଳା: ୩୬ ଅଧିକାରୀଙ୍କ ଦରମା ବନ୍ଦ କଲେ କଟକ ଜିଲ୍ଲାପାଳ
  • ଭଦ୍ରକ ବିଜେଡିରେ ବଡ଼ ଝଟକା: ଗୋଟିଏ ଦିନରେ ୩ ବ୍ଲକ୍ ଅଧ୍ୟକ୍ଷଙ୍କ ଇସ୍ତଫା, ଭାଙ୍ଗୁଛି ଗଡ଼

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (281)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (58)
  • ରାଜ୍ୟ (900)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme