
ଟ୍ରାକ୍ଟରକୁ ଧକ୍କା ଦେଲା ପିକନିକ ବସ୍ । ୨୦ ସ୍କୁଲ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ବିନିକା ସାଧପଲ୍ଲା ଗାଁ ନିକଟରେ ଧାନ ବୋଝେଇ ଟ୍ରାକ୍ଟରକୁ ଧକ୍କା ଦେଲା ବସ୍ । ଆହତମାନଙ୍କୁ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ବସଟି ବରଗଡ଼ରୁ ସୋନପୁର ଆସୁଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।
