Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ଧୀରେ ଧୀରେ ବଢୁଛି ସୁନା, ନଜର ପକାନ୍ତୁ କେଉଁ ସହରରେ କେତେ ଦର?

Posted on October 8, 2025

ଧୀରେ ଧୀରେ ବଢୁଛି ସୁନା ଏବଂ ସ୍ଥିର ରହିଛି ରୂପା ଦର । ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୨୩,୧୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧, ୧୨,୯୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧, ୨୩,୧୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧, ୧୨,୯୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧, ୨୩,୧୭୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧, ୧୨,୯୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୩,୩୨୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୩,୦୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧, ୨୩,୨୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧, ୧୩,୦୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧, ୨୩, ୧୭୦ ଓ ୧, ୧୨,୯୦୦ ଟଙ୍କା ରହିଛି । ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୧, ୫୭,୦୦୦ ଟଙ୍କା ହୋଇଛି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର
  • ମହିଳାଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଟ୍ରେନ୍ ଟ୍ରାକ୍‌ରେ ମଦୁଆର ହାଇଡ୍ରାମା, ଅଟକାଇ ଦେଲା ଟ୍ରେନ୍‌
  • ବୁଧବାର ମହାପ୍ରଭୁଙ୍କ ପଦ୍ମ ବେଶ, କେଶର ମଧ୍ୟରେ ଶୋଭା ପାଇବେ ଶ୍ରୀମୁଖ
  • ଆକ୍ସନ୍ ମୋଡ୍‌ରେ ଅନୁଗୁଳ ପୁଲିସ, ୬୦ କେଜି ବମ ସହ ବିସ୍ଫୋରକ ସାମଗ୍ରୀ ଜବତ

Recent Comments

No comments to show.

Calender

January 2026
M T W T F S S
 1234
567891011
12131415161718
19202122232425
262728293031  
« Dec    

Categories

  • Uncategorized (104)
  • ଅପରାଧ (198)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (52)
  • ଦେଶ ବିଦେଶ (470)
  • ଭିଡିଓ (8)
  • ମନୋରଞ୍ଜନ (39)
  • ରାଜନୀତି (114)
  • ରାଜ୍ୟ (1,517)
  • ସ୍ପେଶାଲ୍ ରିପୋର୍ଟ (267)
©2026 JBR Samachar | Design: Newspaperly WordPress Theme