Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନକଲି ଆଇପିଏସକୁ ବାନ୍ଧିଲା ଅସଲି ପୁଲିସ

Posted on September 26, 2025

 ନକଲି ପୁଲିସ ସିନା, ଆଉ ସବୁ ଥିଲା ଅସଲି । ଆଇପିଏସ ଲୋଗୋ ସହ ଟୋପି, ଷ୍ଟାର ଚିହ୍ନ ବି ଓଡ଼ିଶା ପୋଲିସର ଅବିକଳ। କେବଳ ପୁଲିସ ପୋଷାକ ନୁହେଁ, ଆର୍ମି ସହ ଅନେକ ସିଆରପି ପୋଷାକ, ସିଆଇଏସଏଫ ଭଳି ପୋଷାକ ଦେଖି ପୁଲିସ ତାଜୁବ ହୋଇଛି । ଗିରଫ ଅଭିଯୁକ୍ତ ହେଲେ ଝାଡ଼ଖଣ୍ଡର ରାହୁଲ ସିଂ ରଣାୟତ୍ତ । ତାଙ୍କୁ ଭଦ୍ରକ ଗ୍ରାମାଞ୍ଚଳ ପୁଲିସ ଗିରଫ କରିଥିବା ବେଳେ ତାଙ୍କ ନିକଟରୁ ବନ୍ଧୁକ ସହ ଆରପିଏଫ, ପୁଲିସ ଓ ଆର୍ମିର ବ୍ଯାଚ ଆଦି ବିପୁଳ ମାତ୍ରାରେ ପୁଲିସ ସାମଗ୍ରୀ ଜବତ ହୋଇଛି ।

ସୂଚନା ମୁତାବକ, ୧୬ ନମ୍ୱର ଜାତୀୟ ରାଜପଥ ନିକଟ ନଳାଙ୍ଗ ନିକଟ ଏକ ହୋଟେଲରେ ଭଡ଼ାରେ ରହୁଥିଲେ ରାହୁଲ ସିଂ । ସବୁଦିନ ଏକ ଦାମୀ କାର୍‌ ଧରି ୩ ସହଯୋଗୀ ସହ ବାହାରକୁ ଯାଉଥିଲେ । ସନ୍ଦେହ ହେବାରୁ ସ୍ଥାନୀୟଲୋକେ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଗ୍ରାମାଞ୍ଚଳ ପୁଲିସ ହୋଟେଲରେ ଚଢ଼ାଉ କରିଥିଲା । ଚଢ଼ାଉ ବେଳେ ରାହୁଲ ସିଂଙ୍କୁ ଗିରଫ କରାଯାଇଛି ଏବଂ ତାଙ୍କ ୩ ସହଯୋଗୀଙ୍କୁ ଅଟକ ରଖା ଯାଇଛି । ଏସମ୍ପର୍କରେ ଗ୍ରାମାଞ୍ଚଳ ଥାନା ଆଇଆଇସି ନିରୋଜ ସାମଲ ସୂଚନା ଦେଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବାହାଘର ଅଧାରୁ ତଡ଼ା ଖାଇଲେ ବର-କନ୍ୟା
  • ଟ୍ରକ୍ ସହ ଧକ୍କା ହେଲା ସ୍କୁଟି, ଦୁଇ ମହିଳା ଆହତ
  • ହାତୀ ଛୁଆକୁ ନେଉନି ମାଆ, ମଣିଷ ଛୁଇଁଥିବା ଭାବି ଦଳକୁ ଫେରିପାରୁନି ହାତୀ ଛୁଆ
  • ଅଧିବେଶନ ପୂର୍ବରୁ ମୋଦୀ କହିଲେ, ‘ଏହା ବିଜୟର ଅହଙ୍କାର କିମ୍ବା ନାଟକ କରିବାର ସ୍ଥାନ ନୁହେଁ’
  • କମିବ ଥଣ୍ଡାର ପ୍ରକୋପ; ଆଗାମୀ ୪ଦିନ ବଢିବ ରାତି ତାପମାତ୍ରା

Recent Comments

No comments to show.

Calender

December 2025
M T W T F S S
1234567
891011121314
15161718192021
22232425262728
293031  
« Nov    

Categories

  • Uncategorized (76)
  • ଅପରାଧ (153)
  • ଏକ୍ସକ୍ଲୁସିଭ୍ (21)
  • ଖେଳ (33)
  • ଦେଶ ବିଦେଶ (284)
  • ଭିଡିଓ (6)
  • ମନୋରଞ୍ଜନ (24)
  • ରାଜନୀତି (60)
  • ରାଜ୍ୟ (906)
  • ସ୍ପେଶାଲ୍ ରିପୋର୍ଟ (150)
©2025 JBR Samachar | Design: Newspaperly WordPress Theme