Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନକ୍ସଲ ଖଞ୍ଜିଥିବା ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ କଲେ ଯବାନ

Posted on November 21, 2025

ଅଳ୍ପକେ ବର୍ତିଲେ ଯବାନ। ସୁରକ୍ଷାକର୍ମୀମାନଙ୍କୁ ଟାର୍ଗେଟ କରି ମାଓବାଦୀ ଖଞ୍ଜିଥିଲେ ଦଶ କିଲୋର ଲ୍ୟାଣ୍ଡମାଇନ। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ଭୈରମଗଡ଼ ଜଙ୍ଗଲରେ ମାଓବାଦୀ ଖଞ୍ଜିଥିଲେ ଲ୍ୟାଣ୍ଡମାଇନ।

ସୁରକ୍ଷାକର୍ମୀ ମାଓ ଦମନ ଅପରେସନ ବେଳେ ମାଓବାଦୀଙ୍କ ଦ୍ୱାରା ଖଞ୍ଜାଯାଇଥିବା ଲ୍ୟାଣ୍ଡମାଇନ ଉଦ୍ଧାର କରିଛି। ସୁରକ୍ଷାକର୍ମୀମାନଙ୍କୁ କ୍ଷତି ପହଞ୍ଚାଇବା ପାଇଁ ମାଓବାଦୀ କରୁଥିଲେ ବଡ଼ ଯୋଜନା। ଏହାକୁ ପଣ୍ଡ କରିଛି ସୁରକ୍ଷାକର୍ମୀ। ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ କରିଛି ବୋମା ନିଷ୍କ୍ରିୟ ଦଳ। ଏହି ଘଟଣା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

Leave a Reply Cancel reply

Your email address will not be published. Required fields are marked *

Recent Posts

  • ବଡ଼ଯୋରଡ଼ା ଜମିହରା ପ୍ରଜାଙ୍କୁ ନିଯୁକ୍ତି ଓ ଥଇଥାନ ଦାବି
  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ

Recent Comments

No comments to show.

Calender

November 2026
M T W T F S S
 1
2345678
9101112131415
16171819202122
23242526272829
30  
« Sep    

Categories

  • Uncategorized (106)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme