Skip to content
JBR Samachar
Menu
  • ଖେଳ
  • ଅପରାଧ
  • ଏକ୍ସକ୍ଲୁସିଭ୍
  • ଦେଶ ବିଦେଶ
  • ମନୋରଞ୍ଜନ
  • ରାଜନୀତି
  • ରାଜ୍ୟ
  • ସ୍ପେଶାଲ୍ ରିପୋର୍ଟ
Menu

ନଭେମ୍ବର ୭ରେ ଏକାଠି ଗାନ କରିବେ ଛାତ୍ରଛାତ୍ରୀ

Posted on November 4, 2025

ନଭେମ୍ବର ୭ରେ ସ୍କୁଲ ଏବଂ କଲେଜ ଛାତ୍ରଛାତ୍ରୀ ଗାଇବେ ରାଷ୍ଟ୍ରୀୟ ସଙ୍ଗୀତ ‘ବନ୍ଦେ ମାତରମ’। ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ‘ବନ୍ଦେ ମାତରମ’ ଗାନ କରାଯିବ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ବିଭାଗ ପକ୍ଷରୁ ଗଣଶିକ୍ଷା/ଉଚ୍ଚଶିକ୍ଷା ବିଭାଗକୁ ଚିଠି କରାଯାଇଛି।  

ସୂଚନା ଥାଉକି, ନଭେମ୍ବର ୭ରେ ‘ବନ୍ଦେ ମାତରମ’ର ୧୫୦ ବର୍ଷ ପୂର୍ତ୍ତି ପାଳନ ହେବ। ଏହି ଦିନ ରାଜ୍ୟ ସମସ୍ତ ସ୍କୁଲ ଓ କଲେଜରେ ‘ରାଷ୍ଟ୍ରୀୟ ଗୀତ’ ବନ୍ଦେ ମାତରମର ୧୫୦ ବର୍ଷ ପୂର୍ତ୍ତି ପାଳନ କରିବାକୁ ସଂସ୍କୃତି ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ପ୍ରାର୍ଥନା ସଭାରେ ଛାତ୍ରଛାତ୍ରୀମାନେ ଏକାଠି ‘ବନ୍ଦେ ମାତରମ’ ଗାଇବେ ବୋଲି ଚିଠିରେ କୁହାଯାଇଛି। 

Leave a Reply Cancel reply

Your email address will not be published. Required fields are marked *

Recent Posts

  • ସୁଦଶା ବ୍ରତ ପାଇଁ ପାଣି ଆଣିବାକୁ ଯାଇ କଟୁରୀ ଚୋଟ ଖାଇଲେ ମହିଳା
  • ଭାରସାମ୍ୟ ହରାଇ ପୋଲ ୱାଲ୍ ଉପରେ ଚଢ଼ିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ସଟସର୍କିଟରୁ ଚଳନ୍ତା ଟ୍ରକରେ ଲାଗିଲା ନିଆଁ
  • ରିଲିଜ୍ ହେଲା ଫିଲ୍ମ ‘ଓ ରୋମିଓ’, ଦର୍ଶକ ଦେଖିବେ ଶାହିଦ-ତୃପ୍ତିଙ୍କ ଦମଦାର ଅଭିନୟ
  • କମିଛି ସୁନା ଓ ରୁପା ଦର, ସୁନାପ୍ରେମୀଙ୍କ ପାଇଁ ଖୁସି ଖବର

Recent Comments

No comments to show.

Calender

May 2026
M T W T F S S
 123
45678910
11121314151617
18192021222324
25262728293031
« Feb    

Categories

  • Uncategorized (105)
  • ଅପରାଧ (213)
  • ଏକ୍ସକ୍ଲୁସିଭ୍ (28)
  • ଖେଳ (59)
  • ଦେଶ ବିଦେଶ (508)
  • ଭିଡିଓ (8)
  • ମନୋରଞ୍ଜନ (44)
  • ରାଜନୀତି (124)
  • ରାଜ୍ୟ (1,674)
  • ସ୍ପେଶାଲ୍ ରିପୋର୍ଟ (285)
©2026 JBR Samachar | Design: Newspaperly WordPress Theme